Online Bible

- Reklamy -




1 ରାଜାବଳୀ 2:24 - ପବିତ୍ର ବାଇବଲ

24 ସଦାପ୍ରଭୁ ମୋତେ ଇସ୍ରାଏଲର ରାଜା କରିଛନ୍ତି, ସେ ମୋତେ ମୋର ପିତା ଦାଉଦଙ୍କ ସିଂହାସନରେ ଅଧିଷ୍ଠିତ କରିଛନ୍ତି। ସଦାପ୍ରଭୁ ତାଙ୍କର ପ୍ରତିଜ୍ଞା ରଖିଛନ୍ତି ଓ ମୋତେ ମୋର ପରିବରକୁ ରାଜ୍ୟ ଦେଇଛନ୍ତି। ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି କହୁଛି, ଯେକୌଣସି ମତେ ଅଦୋନିୟ ଆଜି ନିଶ୍ଚୟ ହତ ହେବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଏହେତୁ ଯେଉଁ ସଦାପ୍ରଭୁ ନିଜ ପ୍ରତିଜ୍ଞାନୁସାରେ ମୋତେ ସୁସ୍ଥିର କରି ମୋʼ ପିତା ଦାଉଦଙ୍କ ସିଂହାସନରେ ମୋତେ ବସାଇଅଛନ୍ତି ଓ ଯେ ମୋʼ ଗୃହ ଦୃଢ଼ କରିଅଛନ୍ତି, ତାହାଙ୍କ ଜୀବିତ ଥିବା ପ୍ରମାଣେ ଅଦୋନୀୟ ନିଶ୍ଚୟ ଆଜି ହତ ହେବ।

Viz kapitola kopírovat

ଓଡିଆ ବାଇବେଲ

24 ଏହେତୁ ଯେଉଁ ସଦାପ୍ରଭୁ ନିଜ ପ୍ରତିଜ୍ଞାନୁସାରେ ମୋତେ ସୁସ୍ଥିର କରି ମୋ’ ପିତା ଦାଉଦଙ୍କ ସିଂହାସନରେ ମୋତେ ବସାଇ ଅଛନ୍ତି ଓ ଯେ ମୋ’ ଗୃହ ଦୃଢ଼ କରିଅଛନ୍ତି, ତାହାଙ୍କ ଜୀବିତ ଥିବା ପ୍ରମାଣେ ଅଦୋନୀୟ ନିଶ୍ଚୟ ଆଜି ହତ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏହେତୁ ଯେଉଁ ସଦାପ୍ରଭୁ ନିଜ ପ୍ରତିଜ୍ଞାନୁସାରେ ମୋତେ ସୁସ୍ଥିର କରି ମୋʼ ପିତା ଦାଉଦଙ୍କ ସିଂହାସନରେ ମୋତେ ବସାଇ ଅଛନ୍ତି ଓ ଯେ ମୋʼ ଗୃହ ଦୃଢ଼ କରିଅଛନ୍ତି, ତାହାଙ୍କ ଜୀବିତ ଥିବା ପ୍ରମାଣେ ଅଦୋନୀୟ ନିଶ୍ଚୟ ଆଜି ହତ ହେବ।”

Viz kapitola kopírovat




1 ରାଜାବଳୀ 2:24

Následuj nás:

Reklamy


Reklamy