1 ରାଜାବଳୀ 2:27 - ପବିତ୍ର ବାଇବଲ27 ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବିୟାଥରକୁ ଯାଜକ କର୍ମରୁ ନିବୃତ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏନିମନ୍ତେ ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବୀୟାଥରକୁ ସଦାପ୍ରଭୁଙ୍କ ଯାଜକକର୍ମରୁ ଦୂର କରିଦେଲେ। Viz kapitolaଓଡିଆ ବାଇବେଲ27 ଏନିମନ୍ତେ ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବୀୟାଥରକୁ ସଦାପ୍ରଭୁଙ୍କ ଯାଜକ କର୍ମରୁ ଦୂର କରିଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏନିମନ୍ତେ ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବୀୟାଥରକୁ ସଦାପ୍ରଭୁଙ୍କ ଯାଜକ କର୍ମରୁ ଦୂର କରିଦେଲେ। Viz kapitola |