1 ରାଜାବଳୀ 2:37 - ପବିତ୍ର ବାଇବଲ37 ଯଦି ଏହି ନଗର ପରିତ୍ୟାଗ କରି କିଦ୍ରୋଣ ନଦୀ ଅତିକ୍ରମ କରିବ, ତେବେ ତୁମ୍ଭେ ନିଶ୍ଚିତ ନିହତ ହେବ ଏବଂ ତୁମ୍ଭର ଏହି ମୃତ୍ୟୁ ପାଇଁ ତୁମ୍ଭେ ହିଁ ଦାୟୀ ରହିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)37 କାରଣ ତୁମ୍ଭେ ଯେଉଁ ଦିନ ବାହାରି କିଦ୍ରୋଣ ନଦୀ ପାର ହେବ; ସେହି ଦିନ ତୁମ୍ଭେ ନିତା; ମରିବ, ଏହା ନିଶ୍ଚୟ ଜାଣ; ତୁମ୍ଭ ରକ୍ତପାତର ଅପରାଧ ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ। Viz kapitolaଓଡିଆ ବାଇବେଲ37 କାରଣ, ତୁମ୍ଭେ ଯେଉଁ ଦିନ ବାହାରି କିଦ୍ରୋଣ ନଦୀ ପାର ହେବ; ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ଏହା ନିଶ୍ଚୟ ଜାଣ; ତୁମ୍ଭ ରକ୍ତପାତର ଅପରାଧ ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 କାରଣ, ତୁମ୍ଭେ ଯେଉଁ ଦିନ ବାହାରି କିଦ୍ରୋଣ ନଦୀ ପାର ହେବ; ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ଏହା ନିଶ୍ଚୟ ଜାଣ; ତୁମ୍ଭ ରକ୍ତପାତର ଅପରାଧ ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।” Viz kapitola |