1 ରାଜାବଳୀ 2:38 - ପବିତ୍ର ବାଇବଲ38 ତେଣୁ ଶିମିୟି ରାଜାଙ୍କୁ କହିଲା, “ଏହା ଉତ୍ତମ କଥା, ମୋର ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ମୁଁ ତାହା ନିଶ୍ଚୟ ପାଳନ କରିବି।” ଏଣୁ ଶିମିୟି ଦୀର୍ଘକାଳ ଯିରୁଶାଲମରେ ବାସ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)38 ତହିଁରେ ଶିମୀୟି ରାଜାଙ୍କୁ କହିଲା, ଏ ଉତ୍ତମ କଥା; ମୋʼ ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ଆପଣଙ୍କ ଦାସ ସେପରି କରିବ। ଏଣୁ ଶିମୀୟି ଅନେକ ଦିନ ଯିରୂଶାଲମରେ ବାସ କଲା। Viz kapitolaଓଡିଆ ବାଇବେଲ38 ତହିଁରେ ଶିମୀୟି ରାଜାଙ୍କୁ କହିଲା, “ଏ ଉତ୍ତମ କଥା; ମୋ’ ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ଆପଣଙ୍କ ଦାସ ସେପରି କରିବ।” ଏଣୁ ଶିମୀୟି ଅନେକ ଦିନ ଯିରୂଶାଲମରେ ବାସ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ତହିଁରେ ଶିମୀୟି ରାଜାଙ୍କୁ କହିଲା, “ଏ ଉତ୍ତମ କଥା; ମୋʼ ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ଆପଣଙ୍କ ଦାସ ସେପରି କରିବ।” ଏଣୁ ଶିମୀୟି ଅନେକ ଦିନ ଯିରୂଶାଲମରେ ବାସ କଲା। Viz kapitola |