1 ରାଜାବଳୀ 2:39 - ପବିତ୍ର ବାଇବଲ39 ତିନି ବର୍ଷ ପରେ ଶିମିୟିର ଦାସମାନଙ୍କ ମଧ୍ୟରୁ ଦୁଇଜଣ ଗାଥୀୟ ରାଜା ମାଖାର ପୁତ୍ର ଆଖୀଶ୍ ନିକଟକୁ ଗଲେ। ଲୋକମାନେ ଶିମିୟିକି ଖବର ଦେଲେ, ଦେଖ, ତୁମ୍ଭର ଦାସମାନେ ଗାଥ୍-ନଗରରେ ଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)39 ଅନନ୍ତର ତିନି ବର୍ଷ ଶେଷରେ ଶିମୀୟିର ଦାସମାନଙ୍କ ମଧ୍ୟରୁ ଦୁଇ ଜଣ ମାଖାର ପୁତ୍ର ଗାଥୀୟ ରାଜା ଆଖୀଶ୍ ନିକଟକୁ ପଳାଇଲେ। ଏଥିରେ ଲୋକେ ଶିମୀୟିକି ଜଣାଇ କହିଲେ, ଦେଖ, ତୁମ୍ଭ ଦାସମାନେ ଗାଥ୍ ନଗରରେ ଅଛନ୍ତି। Viz kapitolaଓଡିଆ ବାଇବେଲ39 ଏଥିଉତ୍ତାରେ ତିନି ବର୍ଷ ଶେଷରେ ଶିମୀୟିର ଦାସମାନଙ୍କ ମଧ୍ୟରୁ ଦୁଇ ଜଣ ମାଖାର ପୁତ୍ର ଗାଥୀୟ ରାଜା ଆଖୀଶ୍ ନିକଟକୁ ପଳାଇଲେ। ଏଥିରେ ଲୋକେ ଶିମୀୟିକୁ ଜଣାଇ କହିଲେ, “ଦେଖ, ତୁମ୍ଭ ଦାସମାନେ ଗାଥ୍ ନଗରରେ ଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଏଥିଉତ୍ତାରେ ତିନି ବର୍ଷ ଶେଷରେ ଶିମୀୟିର ଦାସମାନଙ୍କ ମଧ୍ୟରୁ ଦୁଇ ଜଣ ମାଖାର ପୁତ୍ର ଗାଥୀୟ ରାଜା ଆଖୀଶ୍ ନିକଟକୁ ପଳାଇଲେ। ଏଥିରେ ଲୋକେ ଶିମୀୟିକୁ ଜଣାଇ କହିଲେ, “ଦେଖ, ତୁମ୍ଭ ଦାସମାନେ ଗାଥ୍ ନଗରରେ ଅଛନ୍ତି।” Viz kapitola |