Online Bible

- Reklamy -




1 ରାଜାବଳୀ 2:40 - ପବିତ୍ର ବାଇବଲ

40 ତେଣୁ ଶିମିୟି ନିଜ ଗର୍ଦ୍ଦଭକୁ ସଜାଇ ଆପଣା ଦାସମାନଙ୍କ ଅନ୍ୱେଷଣରେ ଗାଥ୍-ନଗରରେ ଆଖୀଶ୍ ନିକଟକୁ ଗଲେ ଓ ସେଠାରୁ ନିଜର ଦାସମାନଙ୍କୁ ଫେରାଇ ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

40 ତହୁଁ ଶିମୀୟି ଉଠି ଗର୍ଦ୍ଦଭ ସଜାଇ ଆପଣା ଦାସମାନଙ୍କୁ ଅନ୍ଵେଷଣ କରିବା ପାଇଁ ଗାଥ୍ ନଗରକୁ ଆଖୀଶ୍ କତିକି ଗଲା; ପୁଣି ଶିମୀୟି ଯାଇ ଗାଥ୍ରୁ ଆପଣା ଦାସମାନଙ୍କୁ ଆଣିଲା।

Viz kapitola kopírovat

ଓଡିଆ ବାଇବେଲ

40 ତହୁଁ ଶିମୀୟି ଉଠି ଗର୍ଦ୍ଦଭ ସଜାଇ ଆପଣା ଦାସମାନଙ୍କୁ ଅନ୍ୱେଷଣ କରିବା ପାଇଁ ଗାଥ୍‍ ନଗରକୁ ଆଖୀଶ୍‍ ନିକଟକୁ ଗଲା; ପୁଣି, ଶିମୀୟି ଯାଇ ଗାଥ୍‍ରୁ ଆପଣା ଦାସମାନଙ୍କୁ ଆଣିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ତହୁଁ ଶିମୀୟି ଉଠି ଗର୍ଦ୍ଦଭ ସଜାଇ ଆପଣା ଦାସମାନଙ୍କୁ ଅନ୍ୱେଷଣ କରିବା ପାଇଁ ଗାଥ୍‍ ନଗରକୁ ଆଖୀଶ୍‍ ନିକଟକୁ ଗଲା; ପୁଣି, ଶିମୀୟି ଯାଇ ଗାଥ୍‍ରୁ ଆପଣା ଦାସମାନଙ୍କୁ ଆଣିଲା।

Viz kapitola kopírovat




1 ରାଜାବଳୀ 2:40

Následuj nás:

Reklamy


Reklamy