1 ରାଜାବଳୀ 2:46 - ପବିତ୍ର ବାଇବଲ46 ତେଣୁ ରାଜା ବନାୟକୁ ଏକ ଆଦେଶ ଦେଲେ, ଶିମିୟକୁ ମାରିବା ପାଇଁ ଏବଂ ସେ ଏହା କଲା। ତା'ପରେ ଶଲୋମନ ନିଜ ରାଜ୍ୟ ଉପରେ ପୁରା ଅଧିକାର ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)46 ଏଉତ୍ତାରେ ରାଜା ଯିହୋୟାଦାର ପୁତ୍ର ବନାୟକୁ ଆଜ୍ଞା କରନ୍ତେ, ସେ ଯାଇ ତାହାକୁ ଆକ୍ରମଣ କଲା, ତହୁଁ ସେ ମଲା। ଏହିରୂପେ ଶଲୋମନଙ୍କ ହସ୍ତରେ ରାଜ୍ୟ ଦୃଢ଼ ହେଲା। Viz kapitolaଓଡିଆ ବାଇବେଲ46 ଏଉତ୍ତାରେ ରାଜା ଯିହୋୟାଦାର ପୁତ୍ର ବନାୟକୁ ଆଜ୍ଞା କରନ୍ତେ, ସେ ଯାଇ ତାହାକୁ ଆକ୍ରମଣ କଲା, ତହୁଁ ସେ ମଲା। ଏହିରୂପେ ଶଲୋମନଙ୍କ ହସ୍ତରେ ରାଜ୍ୟ ଦୃଢ଼ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ଏଉତ୍ତାରେ ରାଜା ଯିହୋୟାଦାର ପୁତ୍ର ବନାୟକୁ ଆଜ୍ଞା କରନ୍ତେ, ସେ ଯାଇ ତାହାକୁ ଆକ୍ରମଣ କଲା, ତହୁଁ ସେ ମଲା। ଏହିରୂପେ ଶଲୋମନଙ୍କ ହସ୍ତରେ ରାଜ୍ୟ ଦୃଢ଼ ହେଲା। Viz kapitola |