Online Bible

- Reklamy -




1 ରାଜାବଳୀ 2:7 - ପବିତ୍ର ବାଇବଲ

7 “ଗିଲିୟଦୀୟରୁ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା କର। ତୁମ୍ଭର ଖାଇବା ମେଜ ନିକଟରେ ସେମାନଙ୍କ ପାଇଁ ଜାଗା କର। କାରଣ ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାୟନ କଲାବେଳେ ସେମାନେ ମୋତେ ସାହାଯ୍ୟ କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ମାତ୍ର ଗିଲୀୟଦୀୟ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା ପ୍ରକାଶ କର, ଆଉ, ତୁମ୍ଭ ମେଜରେ ଭୋଜନ-କାରୀମାନଙ୍କ ମଧ୍ୟରେ ସେମାନଙ୍କୁ ସ୍ଥାନ ଦିଅ; କାରଣ ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାଇବା ସମୟରେ ସେମାନେ ସେପରି ମୋʼ ନିକଟକୁ ଆସିଥିଲେ।

Viz kapitola kopírovat

ଓଡିଆ ବାଇବେଲ

7 ମାତ୍ର, ଗିଲୀୟଦୀୟ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା ପ୍ରକାଶ କର, ଆଉ, ତୁମ୍ଭ ମେଜରେ ଭୋଜନକାରୀମାନଙ୍କ ମଧ୍ୟରେ ସେମାନଙ୍କୁ ସ୍ଥାନ ଦିଅ; କାରଣ, ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାଇବା ସମୟରେ ସେମାନେ ସେପରି ମୋ’ ନିକଟକୁ ଆସିଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମାତ୍ର, ଗିଲୀୟଦୀୟ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା ପ୍ରକାଶ କର, ଆଉ, ତୁମ୍ଭ ମେଜରେ ଭୋଜନକାରୀମାନଙ୍କ ମଧ୍ୟରେ ସେମାନଙ୍କୁ ସ୍ଥାନ ଦିଅ; କାରଣ, ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାଇବା ସମୟରେ ସେମାନେ ସେପରି ମୋʼ ନିକଟକୁ ଆସିଥିଲେ।

Viz kapitola kopírovat




1 ରାଜାବଳୀ 2:7

Následuj nás:

Reklamy


Reklamy