Online Bible

- Reklamy -




1 ରାଜାବଳୀ 2:8 - ପବିତ୍ର ବାଇବଲ

8 “ସ୍ମରଣ କର, ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମିୟି ତୁମ୍ଭ ସହିତ ଅଛି। ମୁଁ ମହନୟିମକୁ ପଳାୟନ କଲା ଦିନ ସେ ମୋତେ ଏକ ଜଘନ୍ୟ ଅଭିଶାପ ଦେଲା। ସେ ଯର୍ଦ୍ଦନ ନିକଟରେ ମୋତେ ଦେଖିବାକୁ ଆସିଥିଲା, “କିନ୍ତୁ ମୁଁ ତାକୁ ହତ୍ୟା ନ କରିବା ପାଇଁ ସଦାପ୍ରଭୁଙ୍କ ନାମରେ ପ୍ରତିଜ୍ଞା କରିଥିଲି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଆଉ ଦେଖ, ତୁମ୍ଭ ନିକଟରେ ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମୀୟି ଅଛି; ମୁଁ ମହନୟିମକୁ ଯିବା ଦିନ ସେ ମୋତେ ଦାରୁଣ ଶାପରେ ଶାପ ଦେଇଥିଲା, ମାତ୍ର ସେ ଯର୍ଦ୍ଦନ ନିକଟରେ ମୋତେ ଭେଟିବାକୁ ଆସିଥିଲା ଓ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଥିଲି, ମୁଁ ତୁମ୍ଭକୁ ଖଡ଼୍‍ଗରେ ବଧ କରିବି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

8 ଆଉ ଦେଖ, ତୁମ୍ଭ ନିକଟରେ ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମୀୟି ଅଛି; ମୁଁ ମହନୟିମକୁ ଯିବା ଦିନ ସେ ମୋତେ ଦାରୁଣ ଅଭିଶାପରେ ଅଭିଶାପ ଦେଇଥିଲା, ମାତ୍ର, ସେ ଯର୍ଦ୍ଦନ ନିକଟରେ ମୋତେ ଭେଟିବାକୁ ଆସିଥିଲା ଓ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଥିଲି, “ମୁଁ ତୁମ୍ଭକୁ ଖଡ୍ଗରେ ବଧ କରିବି ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ଦେଖ, ତୁମ୍ଭ ନିକଟରେ ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମୀୟି ଅଛି; ମୁଁ ମହନୟିମକୁ ଯିବା ଦିନ ସେ ମୋତେ ଦାରୁଣ ଅଭିଶାପରେ ଅଭିଶାପ ଦେଇଥିଲା, ମାତ୍ର, ସେ ଯର୍ଦ୍ଦନ ନିକଟରେ ମୋତେ ଭେଟିବାକୁ ଆସିଥିଲା ଓ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଥିଲି, ମୁଁ ତୁମ୍ଭକୁ ଖଡ୍ଗରେ ବଧ କରିବି ନାହିଁ।

Viz kapitola kopírovat




1 ରାଜାବଳୀ 2:8

Následuj nás:

Reklamy


Reklamy