Online Bible

- Reklamy -




1 ରାଜାବଳୀ 21:1 - ପବିତ୍ର ବାଇବଲ

1 ଶମରିୟା ନଗରସ୍ଥ ରାଜା ଆହାବଙ୍କ ପ୍ରାସାଦ ନିକଟରେ ଏକ ଦ୍ରାକ୍ଷାକ୍ଷେତ୍ର ଥିଲା। ଯିଷ୍ରିୟେଲୀୟ ନିବାସୀ ନାବୋତ ଏହି ଦ୍ରାକ୍ଷାକ୍ଷେତ୍ରର ଅଧିକାରୀ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ତେ ଦ୍ରାକ୍ଷାକ୍ଷେତ୍ର ଥିଲା।

Viz kapitola kopírovat

ଓଡିଆ ବାଇବେଲ

1 ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ଡେ ଦ୍ରାକ୍ଷାକ୍ଷେତ୍ର ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ଡେ ଦ୍ରାକ୍ଷାକ୍ଷେତ୍ର ଥିଲା।

Viz kapitola kopírovat




1 ରାଜାବଳୀ 21:1

Následuj nás:

Reklamy


Reklamy