1 ରାଜାବଳୀ 21:11 - ପବିତ୍ର ବାଇବଲ11 ତେଣୁ ନାବୋତର ନଗରସ୍ଥ ପ୍ରାଚୀନ ଓ ପ୍ରଧାନବର୍ଗ ଈଷେବଲଙ୍କ ପ୍ରେରିତ ପତ୍ର ଅନୁସାରେ କାର୍ଯ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍, ତାହାର ନଗର-ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ। Viz kapitolaଓଡିଆ ବାଇବେଲ11 ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍, ତାହାର ନଗର ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍, ତାହାର ନଗର ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ। Viz kapitola |