1 ରାଜାବଳୀ 21:13 - ପବିତ୍ର ବାଇବଲ13 ତା'ପରେ ଦୁଇଟି ପାପାଧମ ଲୋକ ଆସି ସେମାନଙ୍କ ସମ୍ମୁଖରେ ସାକ୍ଷୀ ଦେବାକୁ ବସିଲେ। ସେମାନେ ମିଥ୍ୟା ସାକ୍ଷ୍ୟ ଦେଇ କହିଲେ ଯେ, ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଛି। ତହୁଁ ସେମାନେ ନାବୋତକୁ ନଗର ବାହାରକୁ ନେଇ ପଥର ମାରି ବଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ ପାପାଧମ-ସନ୍ତାନ ଦୁଇ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, ନାବୋତ ପରମେଶ୍ଵରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି। ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ। Viz kapitolaଓଡିଆ ବାଇବେଲ13 ଆଉ ଦୁଇଗୋଟି ଦୁଷ୍ଟ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ଦୁଇଗୋଟି ଦୁଷ୍ଟ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ। Viz kapitola |