1 ରାଜାବଳୀ 21:15 - ପବିତ୍ର ବାଇବଲ15 ଯେତେବେଳେ ଈଷେବଲ ନାବୋତର ମୃତ୍ୟୁ ସମ୍ବାଦ ଶୁଣିଲେ, ସେ ଆହାବଙ୍କୁ କହିଲେ, “ଯିଷ୍ରିୟେଲୀୟ ନାବୋତ ଯେ କି ରୌପ୍ୟ ମୁଦ୍ରା ଦେଇ ଦ୍ରାକ୍ଷାକ୍ଷେତ୍ର ଦେବାକୁ ନାସ୍ତି କରିଥିଲା ସେ ବର୍ତ୍ତମାନ ମୃତ। ଏଣିକି ତୁମ୍ଭେ ତା'ର ଦ୍ରାକ୍ଷାକ୍ଷେତ୍ର ଅଧିକାର କର।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଥିରେ ଈଷେବଲ୍, ପ୍ରସ୍ତରାଘାତରେ ନାବୋତର ମରିଥିବା ବିଷୟ ଶୁଣନ୍ତେ, ଈଷେବଲ୍ ଆହାବଙ୍କୁ କହିଲା, ଉଠ, ଯିଷ୍ରିୟେଲୀୟ ନାବୋତ ରୂପା-ମୁଦ୍ରାରେ ତୁମ୍ଭକୁ ଯେଉଁ ଦ୍ରାକ୍ଷାକ୍ଷେତ୍ର ଦେବାକୁ ନାସ୍ତି କଲା, ତାହା ଅଧିକାରରେ ଆଣ; କାରଣ ନାବୋତ ଜୀବିତ ନାହିଁ, ମାତ୍ର ମଲାଣି। Viz kapitolaଓଡିଆ ବାଇବେଲ15 ଏଥିରେ ଈଷେବଲ୍, ପ୍ରସ୍ତରାଘାତରେ ନାବୋତର ମରିଥିବା ବିଷୟ ଶୁଣନ୍ତେ, ଈଷେବଲ୍ ଆହାବଙ୍କୁ କହିଲା, “ଉଠ, ଯିଷ୍ରିୟେଲୀୟ ନାବୋତ ରୂପା-ମୁଦ୍ରାରେ ତୁମ୍ଭକୁ ଯେଉଁ ଦ୍ରାକ୍ଷାକ୍ଷେତ୍ର ଦେବାକୁ ମନା କଲା, ତାହା ଅଧିକାରରେ ଆଣ; କାରଣ ନାବୋତ ଜୀବିତ ନାହିଁ, ମାତ୍ର ମଲାଣି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିରେ ଈଷେବଲ୍, ପ୍ରସ୍ତରାଘାତରେ ନାବୋତର ମରିଥିବା ବିଷୟ ଶୁଣନ୍ତେ, ଈଷେବଲ୍ ଆହାବଙ୍କୁ କହିଲା, “ଉଠ, ଯିଷ୍ରିୟେଲୀୟ ନାବୋତ ରୂପା-ମୁଦ୍ରାରେ ତୁମ୍ଭକୁ ଯେଉଁ ଦ୍ରାକ୍ଷାକ୍ଷେତ୍ର ଦେବାକୁ ମନା କଲା, ତାହା ଅଧିକାରରେ ଆଣ; କାରଣ ନାବୋତ ଜୀବିତ ନାହିଁ, ମାତ୍ର ମଲାଣି।” Viz kapitola |