1 ରାଜାବଳୀ 21:16 - ପବିତ୍ର ବାଇବଲ16 ତେଣୁ ଆହାବ ଦ୍ରାକ୍ଷାକ୍ଷେତ୍ରକୁ ଗଲେ ଓ ସେହି କ୍ଷେତକୁ ଅଧିକାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେତେବେଳେ ଆହାବ ନାବୋତର ମରଣ କଥା ଶୁଣନ୍ତେ, ଆହାବ ଉଠି ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଅଧିକାରରେ ଆଣିବା ପାଇଁ ଗଲେ। Viz kapitolaଓଡିଆ ବାଇବେଲ16 ସେତେବେଳେ ଆହାବ ନାବୋତର ମରଣ କଥା ଶୁଣନ୍ତେ, ଆହାବ ଉଠି ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଅଧିକାରରେ ଆଣିବା ପାଇଁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେତେବେଳେ ଆହାବ ନାବୋତର ମରଣ କଥା ଶୁଣନ୍ତେ, ଆହାବ ଉଠି ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଅଧିକାରରେ ଆଣିବା ପାଇଁ ଗଲେ। Viz kapitola |