1 ରାଜାବଳୀ 21:18 - ପବିତ୍ର ବାଇବଲ18 “ଶମରିୟାର ବାସିନ୍ଦା ଇସ୍ରାଏଲର ରାଜା ଆହାବ ନିକଟକୁ ଯାଅ, ସେ ବର୍ତ୍ତମାନ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି; ସେ ତା'ର ଦ୍ରାକ୍ଷାକ୍ଷେତ୍ରକୁ ନିଜ ଅଧିକାରକୁ ଆଣିବାକୁ ଯାଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଉଠ, ଶମରୀୟା-ନିବାସୀ ଇସ୍ରାଏଲର ରାଜା ଆହାବ ସଙ୍ଗେ ସାକ୍ଷାତ କରିବାକୁ ଯାଅ; ଦେଖ, ସେ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି, ସେ ତାହା ଅଧିକାରରେ ଆଣିବା ପାଇଁ ସେସ୍ଥାନକୁ ଯାଇଅଛି। Viz kapitolaଓଡିଆ ବାଇବେଲ18 ଉଠ, ଶମରୀୟା-ନିବାସୀ ଇସ୍ରାଏଲର ରାଜା ଆହାବ ସଙ୍ଗେ ସାକ୍ଷାତ କରିବାକୁ ଯାଅ; ଦେଖ, ସେ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି, ସେ ତାହା ଅଧିକାରରେ ଆଣିବା ପାଇଁ ସେସ୍ଥାନକୁ ଯାଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଉଠ, ଶମରୀୟା-ନିବାସୀ ଇସ୍ରାଏଲର ରାଜା ଆହାବ ସଙ୍ଗେ ସାକ୍ଷାତ କରିବାକୁ ଯାଅ; ଦେଖ, ସେ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି, ସେ ତାହା ଅଧିକାରରେ ଆଣିବା ପାଇଁ ସେସ୍ଥାନକୁ ଯାଇଅଛି। Viz kapitola |