1 ରାଜାବଳୀ 21:20 - ପବିତ୍ର ବାଇବଲ20 ଏଲିୟ ଆହାବଙ୍କ ନିକଟକୁ ଗଲେ, ଆହାବ ଏଲିୟଙ୍କୁ କହିଲେ, “ତୁମ୍ଭେ ପୁଣି ମୋତେ ଦେଖା ଦେଲ, ତୁମ୍ଭେ ସର୍ବଦା ମୋର ବିରୁଦ୍ଧରେ ରହିଛ।” ଏଲିୟ ଉତ୍ତର କଲେ, “ହଁ, ମୁଁ ପୁଣି ତୁମ୍ଭକୁ ଦେଖାଦେଲି, ଯେହେତୁ ତୁମ୍ଭେ ଜୀବନସାରା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦକର୍ମ କରି ଗ୍ଭଲିଛ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହିଁରେ ଆହାବ ଏଲୀୟଙ୍କୁ କହିଲେ, ହେ ମୋହର ଶତ୍ରୁ, ତୁମ୍ଭେ କʼଣ ମୋତେ ପାଇଲ? ତହୁଁ ସେ ଉତ୍ତର କଲେ, ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକିଅଛ। Viz kapitolaଓଡିଆ ବାଇବେଲ20 ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କ’ଣ ମୋତେ ପାଇଲ ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରିି କରିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କʼଣ ମୋତେ ପାଇଲ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରି କରିଅଛ। Viz kapitola |