1 ରାଜାବଳୀ 21:22 - ପବିତ୍ର ବାଇବଲ22 ତୁମ୍ଭ ପରିବାରର ଭାଗ୍ୟ ସେହି ଭଳି ହେବ, ନବାଟର ପୁତ୍ର ଯାରବିୟାମର ବଂଶ ତୁଲ୍ୟ ଓ ଅହିୟର ପୁତ୍ର ବାଶାର ବଂଶ ତୁଲ୍ୟ ସମ୍ପୂର୍ଣ୍ଣ ଧ୍ୱଂସ କରିବି। କାରଣ ତୁମ୍ଭେ ତୁମ୍ଭର ପାପକର୍ମଦ୍ୱାରା ମୋତେ ବିରକ୍ତ କରିଅଛ ଓ ଇସ୍ରାଏଲର ଲୋକମାନଙ୍କୁ ପାପ କରାଇଅଛ।’ Viz kapitolaପବିତ୍ର ବାଇବଲ (Re-edited) - (BSI)22 ପୁଣି ତୁମ୍ଭେ ଯେଉଁ ବିରକ୍ତିଜନକ କର୍ମ ଦ୍ଵାରା ମୋତେ ବିରକ୍ତ କରିଅଛ ଓ ଇସ୍ରାଏଲକୁ ପାପ କରାଇଅଛ, ତହିଁ ନିମନ୍ତେ ମୁଁ ତୁମ୍ଭ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବି। Viz kapitolaଓଡିଆ ବାଇବେଲ22 ପୁଣି, ତୁମ୍ଭେ ଯେଉଁ ବିରକ୍ତିଜନକ କର୍ମ ଦ୍ୱାରା ମୋତେ ବିରକ୍ତ କରିଅଛ ଓ ଇସ୍ରାଏଲକୁ ପାପ କରାଇଅଛ, ତହିଁ ନିମନ୍ତେ ମୁଁ ତୁମ୍ଭ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ତୁମ୍ଭେ ଯେଉଁ ବିରକ୍ତିଜନକ କର୍ମ ଦ୍ୱାରା ମୋତେ ବିରକ୍ତ କରିଅଛ ଓ ଇସ୍ରାଏଲକୁ ପାପ କରାଇଅଛ, ତହିଁ ନିମନ୍ତେ ମୁଁ ତୁମ୍ଭ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବି। Viz kapitola |