1 ରାଜାବଳୀ 21:25 - ପବିତ୍ର ବାଇବଲ25 ଆହାବ ନିଜର ପତ୍ନୀ ଈଷେବଲ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ଯେତେ ମନ୍ଦକର୍ମ କଲେ, ସେପରି ଆଉ କେହି କରି ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍ ଦ୍ଵାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ। Viz kapitolaଓଡିଆ ବାଇବେଲ25 ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ। Viz kapitola |