1 ରାଜାବଳୀ 21:26 - ପବିତ୍ର ବାଇବଲ26 ଆହାବ ପ୍ରତିମାଗଣକୁ ଉପାସନା କରି ଇମୋରୀୟମାନଙ୍କ ପରି ଅତିଶୟ ପାପ କଲେ। ତେଣୁ ସଦାପ୍ରଭୁ ସେମାନଙ୍କର ସମସ୍ତ ଭୂମି ନେଇ ଇସ୍ରାଏଲୀୟମାନଙ୍କୁ ଦେଇ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ସଦାପ୍ରଭୁ ଯେଉଁ ଇମୋରୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରିଦେଲେ, ସେମାନଙ୍କ ସମସ୍ତ କ୍ରିୟାନୁସାରେ ସେ ପ୍ରତିମାଗଣର ଅନୁଗାମୀ ହୋଇ ଅତିଶୟ ଘୃଣାଯୋଗ୍ୟ କର୍ମ କଲେ। Viz kapitolaଓଡିଆ ବାଇବେଲ26 ସଦାପ୍ରଭୁ ଯେଉଁ ଇମୋରୀୟମାନଙ୍କୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଦୂର କରିଦେଲେ, ସେମାନଙ୍କ ସମସ୍ତ କ୍ରିୟାନୁସାରେ ସେ ପ୍ରତିମାଗଣର ଅନୁଗାମୀ ହୋଇ ଅତିଶୟ ଘୃଣାଯୋଗ୍ୟ କର୍ମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସଦାପ୍ରଭୁ ଯେଉଁ ଇମୋରୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରିଦେଲେ, ସେମାନଙ୍କ ସମସ୍ତ କ୍ରିୟାନୁସାରେ ସେ ପ୍ରତିମାଗଣର ଅନୁଗାମୀ ହୋଇ ଅତିଶୟ ଘୃଣାଯୋଗ୍ୟ କର୍ମ କଲେ। Viz kapitola |