Online Bible

- Reklamy -




1 ରାଜାବଳୀ 21:27 - ପବିତ୍ର ବାଇବଲ

27 ଆହାବ ଏହିକଥା ଶୁଣି ଅତ୍ୟନ୍ତ ମର୍ମାହତ ହେଲେ। ସେ ନିଜର ବସ୍ତ୍ର ଚିରିଲେ ଓ ଦୁଃଖର ଚିହ୍ନ ସ୍ୱରୂପ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ସେ ଅତି ଦୁଃଖିତ ଓ ବିବ୍ରତ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି ଧୀରେ ଧୀରେ ଚାଲିଲେ।

Viz kapitola kopírovat

ଓଡିଆ ବାଇବେଲ

27 ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।

Viz kapitola kopírovat




1 ରାଜାବଳୀ 21:27

Následuj nás:

Reklamy


Reklamy