1 ରାଜାବଳୀ 21:29 - ପବିତ୍ର ବାଇବଲ29 “ଆହାବ ତା'ର କୁକର୍ମ ବିଷୟରେ ଅନୁତାପ କରି ମୋ’ ସମ୍ମୁଖରେ ନିଜକୁ ନମ୍ର କଲା। ତୁମ୍ଭେ ଏହା ଦେଖୁଅଛ। ଏହି ହେତୁ ମୁଁ ବର୍ତ୍ତମାନ ତା'ର ଜୀବନରେ କିଛି ଅମଙ୍ଗଳ ଘଟାଇବାକୁ ଯାଉ ନାହିଁ। ତା'ର ପୁତ୍ର ରାଜା ହେବା ପର୍ଯ୍ୟନ୍ତ ଅପେକ୍ଷା କରିବି ଏବଂ ତା'ପରେ ତା'ର ପରିବାର ପ୍ରତି ବିପର୍ଯ୍ୟୟ ଆଣିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆହାବ ଆମ୍ଭ ସାକ୍ଷାତରେ କିପରି ଆପଣାକୁ ନମ୍ର କରୁଅଛି, ଏହା କି ତୁମ୍ଭେ ଦେଖୁଅଛ? ସେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବା ହେତୁରୁ ଆମ୍ଭେ ତାହାର ସମୟରେ ସେହି ଅମଙ୍ଗଳ ଘଟାଇବା ନାହିଁ; ମାତ୍ର ତାହାର ପୁତ୍ରର ସମୟରେ ତାହାର ବଂଶ ପ୍ରତି ଏହି ଅମଙ୍ଗଳ ଘଟାଇବା। Viz kapitolaଓଡିଆ ବାଇବେଲ29 ଆହାବ ଆମ୍ଭ ସାକ୍ଷାତରେ କିପରି ଆପଣାକୁ ନମ୍ର କରୁଅଛି, “ଏହା କି ତୁମ୍ଭେ ଦେଖୁଅଛ ? ସେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବା ହେତୁ ଆମ୍ଭେ ତାହାର ସମୟରେ ସେହି ଅମଙ୍ଗଳ ଘଟାଇବା ନାହିଁ; ମାତ୍ର ତାହାର ପୁତ୍ରର ସମୟରେ ତାହାର ବଂଶ ପ୍ରତି ଏହି ଅମଙ୍ଗଳ ଘଟାଇବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆହାବ ଆମ୍ଭ ସାକ୍ଷାତରେ କିପରି ଆପଣାକୁ ନମ୍ର କରୁଅଛି, “ଏହା କି ତୁମ୍ଭେ ଦେଖୁଅଛ? ସେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବା ହେତୁ ଆମ୍ଭେ ତାହାର ସମୟରେ ସେହି ଅମଙ୍ଗଳ ଘଟାଇବା ନାହିଁ; ମାତ୍ର ତାହାର ପୁତ୍ରର ସମୟରେ ତାହାର ବଂଶ ପ୍ରତି ଏହି ଅମଙ୍ଗଳ ଘଟାଇବା।” Viz kapitola |