1 ରାଜାବଳୀ 21:3 - ପବିତ୍ର ବାଇବଲ3 ନାବୋତ ଆହାବଙ୍କୁ କହିଲେ, “ମୁଁ କେବେହେଲେ ମୋର ପୈତୃକ ଭୂମିକୁ ତୁମ୍ଭକୁ ଦେବି ନାହିଁ, ଏହା ପରମେଶ୍ୱର ମନା ନ କରନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏଥିରେ ନାବୋତ ଆହାବଙ୍କୁ କହିଲା, ମୁଁ ଯେ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି, ଏହା ସଦାପ୍ରଭୁ ନ କରନ୍ତୁ। Viz kapitolaଓଡିଆ ବାଇବେଲ3 ଏଥିରେ ନାବୋତ ଆହାବଙ୍କୁ କହିଲା, “ମୁଁ ଯେ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି, ଏହା ସଦାପ୍ରଭୁ ନ କରନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିରେ ନାବୋତ ଆହାବଙ୍କୁ କହିଲା, “ମୁଁ ଯେ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି, ଏହା ସଦାପ୍ରଭୁ ନ କରନ୍ତୁ।” Viz kapitola |