Online Bible

- Reklamy -




1 ରାଜାବଳୀ 22:10 - ପବିତ୍ର ବାଇବଲ

10 ସେହି ସମୟରେ ଇସ୍ରାଏଲର ରାଜା ଆହାବ ଓ ଯିହୁଦାର ରାଜା ଯିହୋଶାଫଟ୍ ନିଜ ନିଜର ରାଜ ପୋଷାକ ପରିଧାନ କରି ଶମରିୟାର ପ୍ରବେଶଦ୍ୱାର ନିକଟବର୍ତ୍ତୀ ମଲୋରେ ନିଜ ନିଜ ସିଂହାସନରେ ବସିଥିଲେ ଓ ସେମାନଙ୍କ ସମ୍ମୁଖରେ ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଗଣ ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କରୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଏଥି ମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ଵାର-ପ୍ରବେଶ-ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବକ୍ତା ସମସ୍ତେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ।

Viz kapitola kopírovat

ଓଡିଆ ବାଇବେଲ

10 ଏଥି ମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍‍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ୱାର-ପ୍ରବେଶ-ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବକ୍ତା ସମସ୍ତେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍‍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବକ୍ତା ସମସ୍ତେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିଲେ।

Viz kapitola kopírovat




1 ରାଜାବଳୀ 22:10

Následuj nás:

Reklamy


Reklamy