1 ରାଜାବଳୀ 22:11 - ପବିତ୍ର ବାଇବଲ11 କନାନାର ପୁତ୍ର ସିଦିକିୟ ଜଣେ ଭବିଷ୍ୟଦ୍ବକ୍ତା ଲୌହମୟ ଶିଙ୍ଗମାନ ନିର୍ମାଣ କରି ଆହାବଙ୍କୁ କହିଲା, “ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଏହି ଲୌହମୟ ଶିଙ୍ଗ ଯୁଦ୍ଧରେ ବ୍ୟବହାର କରିବ ଏବଂ ତୁମ୍ଭେ ଅରାମର ସମସ୍ତ ସୈନ୍ୟମାନଙ୍କୁ ସଂହାର କରିବ ଏବଂ ଜୟଲାଭ କରିବ।’” Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ କାନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ଵାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ। Viz kapitolaଓଡିଆ ବାଇବେଲ11 ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।” Viz kapitola |