Online Bible

- Reklamy -




1 ରାଜାବଳୀ 22:12 - ପବିତ୍ର ବାଇବଲ

12 ଅନ୍ୟ ସମସ୍ତ ଭବିଷ୍ୟ‌ଦ୍‌ବକ୍ତା ତାଙ୍କ ସହିତ ଏକମତ ହୋଇ କହିଲେ, “ରାମୋତ୍-ଗିଲିୟ‌ଦ୍‌କୁ ଯାଅ ଓ ଅରାମୀୟ ସୈନ୍ୟବାହିନୀ ବିରୁଦ୍ଧରେ ଯୁଦ୍ଧରେ ଜୟଲାଭ କର। କାରଣ ସଦାପ୍ରଭୁ ତୁମ୍ଭ ହସ୍ତରେ ସେମାନଙ୍କୁ ପରାସ୍ତ କରାଇବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୂପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, ରାମୋତ୍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।

Viz kapitola kopírovat

ଓଡିଆ ବାଇବେଲ

12 ତହିଁରେ ସବୁ ଭବିଷ୍ୟଦ୍‍ବକ୍ତା ତଦ୍ରୁପ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍‍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ସବୁ ଭବିଷ୍ୟଦ୍‍ବକ୍ତା ତଦ୍ରୂପ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍‍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”

Viz kapitola kopírovat




1 ରାଜାବଳୀ 22:12

Následuj nás:

Reklamy


Reklamy