1 ରାଜାବଳୀ 22:15 - ପବିତ୍ର ବାଇବଲ15 ତା'ପରେ ମୀଖାୟ ରାଜାଙ୍କ ସମ୍ମୁଖରେ ଛିଡ଼ା ହେଲେ ଓ ରାଜା ଆହାବ ତାଙ୍କୁ ପଗ୍ଭରିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବାକୁ ରାମୋତ୍-ଗିଲିୟଦକୁ ଯିବା ଉଚିତ୍ କି କ୍ଷାନ୍ତ ହେବା ଉଚିତ୍?” ତହୁଁ ମୀଖାୟ ଉତ୍ତର କଲେ, “ଆପଣ ଯୁଦ୍ଧ କରନ୍ତୁ ସଦାପ୍ରଭୁ ଆପଣଙ୍କୁ ଜୟ କରାଇବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା କି କ୍ଷା; ହେବା? ତହିଁରେ ସେ ଉତ୍ତର କଲା, ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ। Viz kapitolaଓଡିଆ ବାଇବେଲ15 ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା ?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।” Viz kapitola |