1 ରାଜାବଳୀ 22:16 - ପବିତ୍ର ବାଇବଲ16 ଆହାବ ପୁଣି ମୀଖାୟକୁ କହିଲେ, “ତୁମ୍ଭେ ତୁମ୍ଭର ନିଜର ବାକ୍ୟ କୁହ, ମୁଁ ତୁମ୍ଭଙ୍କୁ ସତ କହିବାକୁ କହିଛି। କେତେଥର ମୋତେ ତୁମ୍ଭକୁ ଏହା କହିବାକୁ ପଡ଼ିବ? ସଦାପ୍ରଭୁଙ୍କଠାରୁ ସତ କୁହ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହୁଁ ରାଜା ତାହାକୁ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି? Viz kapitolaଓଡିଆ ବାଇବେଲ16 ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି?” Viz kapitola |