1 ରାଜାବଳୀ 22:17 - ପବିତ୍ର ବାଇବଲ17 ମୀଖାୟ ଉତ୍ତର କଲେ, “ମୁଁ ସମଗ୍ର ଇସ୍ରାଏଲକୁ ମାଲିକହୀନ ମେଷପଲ ସଦୃଶ ଏଣେ ତେଣେ ପର୍ବତମାନଙ୍କରେ ବୁଲୁଥିବାର ଦେଖିଲି, ଆଉ ସଦାପ୍ରଭୁ କହିଲେ, ‘ସେମାନଙ୍କର ମୂଖ୍ୟ ନାହାନ୍ତି, ସେମାନେ ଯୁଦ୍ଧ ନ କରି କୁଶଳରେ ନିଜ ନିଜ ଗୃହକୁ ଫେରି ଯାଆନ୍ତୁ।’” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଥିରେ ସେ କହିଲା, ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି; ଆଉ ସଦାପ୍ରଭୁ କହିଲେ, ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ। Viz kapitolaଓଡିଆ ବାଇବେଲ17 ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି,” ଆଉ ସଦାପ୍ରଭୁ କହିଲେ, “ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି, ଆଉ ସଦାପ୍ରଭୁ କହିଲେ, ‘ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।’” Viz kapitola |