Online Bible

- Reklamy -




1 ରାଜାବଳୀ 22:19 - ପବିତ୍ର ବାଇବଲ

19 ପୁଣି ମୀଖାୟ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ, “ମୁଁ ଦେଖିଲି ସଦାପ୍ରଭୁ ତାଙ୍କ ସିଂହାସନରେ ଉପବିଷ୍ଟ ଓ ତାଙ୍କର ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ଦୂତମାନେ ଉଭା ହୋଇଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ମୀଖାୟ କହିଲା, ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ଵର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।

Viz kapitola kopírovat

ଓଡିଆ ବାଇବେଲ

19 ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।

Viz kapitola kopírovat




1 ରାଜାବଳୀ 22:19

Následuj nás:

Reklamy


Reklamy