1 ରାଜାବଳୀ 22:21 - ପବିତ୍ର ବାଇବଲ21 ତା'ପରେ ଜଣେ ସ୍ୱର୍ଗଦୂତ ସଦାପ୍ରଭୁଙ୍କ ନିକଟକୁ ଯାଇ କହିଲା, ‘ମୁଁ ତା’ ପ୍ରତି ପ୍ରତାରଣା କରିବି।’ Viz kapitolaପବିତ୍ର ବାଇବଲ (Re-edited) - (BSI)21 ତହିଁଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ମୁଁ ତାହାକୁ ଫୁସଲାଇବି। Viz kapitolaଓଡିଆ ବାଇବେଲ21 ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, “ମୁଁ ତାହାକୁ ଫୁସଲାଇବି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସଲାଇବି।’ Viz kapitola |