1 ରାଜାବଳୀ 22:23 - ପବିତ୍ର ବାଇବଲ23 ମୀଖାୟ ଶେଷରେ କହିଲେ, “ଦେଖ, ସଦାପ୍ରଭୁ ତୁମ୍ଭର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ମିଥ୍ୟା କୁହାଇଛନ୍ତି। ସଦାପ୍ରଭୁ ତୁମ୍ଭ ଉପରେ ଏକ ବଡ଼ ବିପତ୍ତି ଆଣିବାକୁ ନିଷ୍ପତ୍ତି କରିଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି। Viz kapitolaଓଡିଆ ବାଇବେଲ23 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।” Viz kapitola |