Online Bible

- Reklamy -




1 ରାଜାବଳୀ 22:26 - ପବିତ୍ର ବାଇବଲ

26 ଆହାବ, “ମୀଖାୟକୁ ବନ୍ଦୀ କରିବାକୁ ଜଣେ ଅଧ୍ୟକ୍ଷକୁ ଆଦେଶ ଦେଲେ ଏବଂ ତାକୁ ଆମୋନର ନଗରାଧ୍ୟକ୍ଷ ଓ ଯୁବରାଜ ଯୋୟାଶର ନିକଟକୁ ନେଇ ଯିବାକୁ କହିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ପୁଣି ଇସ୍ରାଏଲର ରାଜା କହିଲେ, ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନର ଓ ରାଜପୁତ୍ର ଯୋୟାଶର ନିକଟକୁ ଫେରାଇ ନେଇଯାଅ;

Viz kapitola kopírovat

ଓଡିଆ ବାଇବେଲ

26 ପୁଣି, ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନ୍‍ର ଓ ରାଜପୁତ୍ର ଯୋୟାଶ୍‍ର ନିକଟକୁ ଫେରାଇ ନେଇଯାଅ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନ୍‍ର ଓ ରାଜପୁତ୍ର ଯୋୟାଶ୍‍ର ନିକଟକୁ ଫେରାଇ ନେଇଯାଅ;

Viz kapitola kopírovat




1 ରାଜାବଳୀ 22:26

Následuj nás:

Reklamy


Reklamy