1 ରାଜାବଳୀ 22:27 - ପବିତ୍ର ବାଇବଲ27 ସେମାନଙ୍କୁ କହିବ ମୁଁ ଯୁଦ୍ଧରୁ ନିରାପଦରେ ଫେରିବା ପର୍ଯ୍ୟନ୍ତ ମୀଖାୟକୁ କାରାଗାରରେ ରଖିବେ ଓ କିଛି ନ ଦେଇ ରୋଟୀ ଓ ପାଣି ଦେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ପୁଣି କୁହ, ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ। Viz kapitolaଓଡିଆ ବାଇବେଲ27 ପୁଣି, କୁହ, ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି, କୁହ, ‘ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ।’” Viz kapitola |