1 ରାଜାବଳୀ 22:28 - ପବିତ୍ର ବାଇବଲ28 ତହିଁରେ ମୀଖାୟ ଉଚ୍ଚସ୍ୱରରେ କହିଲେ, “ତୁମ୍ଭେମାନେ ସମସ୍ତେ ଶୁଣ, ଯଦି ରାଜା ଆହାବ କୁଶଳରେ ଯୁଦ୍ଧ କ୍ଷେତ୍ରରୁ ଫେରି ଆସେ, ତେବେ ସଦାପ୍ରଭୁ ମୋତେ ବାର୍ତ୍ତା ଦେଇ ନାହାନ୍ତି ବୋଲି ଜାଣିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)28 ତହିଁରେ ମୀଖାୟ କହିଲା, ଯେବେ ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ଵାରା କହି ନାହାନ୍ତି। ଆହୁରି ସେ କହିଲା, ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ। Viz kapitolaଓଡିଆ ବାଇବେଲ28 ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋ’ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।” Viz kapitola |