Online Bible

- Reklamy -




1 ରାଜାବଳୀ 22:3 - ପବିତ୍ର ବାଇବଲ

3 ଏହି ସମୟରେ ଆହାବ ତାଙ୍କର ଅଧିକାରୀମାନଙ୍କୁ କହିଲେ, “ରାମୋତ୍ ଗିଲିୟଦ୍ ଆମ୍ଭମାନଙ୍କର ଅଟେ, ତୁମ୍ଭେମାନେ ଏହା ଜାଣ। କିନ୍ତୁ ଅରାମର ରାଜା ଏହା ଅଧିକାର କଲା। ତଥାପି ଆମ୍ଭେମାନେ ନୀରବରେ ବସି ରହିଛୁ, ଆମ୍ଭେ ଅରାମର ରାଜାଙ୍କଠାରୁ ତାହା ଫେରାଇ ନେଇ ନାହୁଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, ରାମୋତ୍-ଗିଲୀୟଦ୍ ଯେ ଆମ୍ଭମାନଙ୍କର ଅଟେ, ଏହା କʼଣ ତୁମ୍ଭେମାନେ ଜାଣ ନାହିଁ? ତଥାପି ଆମ୍ଭେମାନେ ତୁନି ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।

Viz kapitola kopírovat

ଓଡିଆ ବାଇବେଲ

3 ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, “ରାମୋତ୍‍-ଗିଲୀୟଦ ଯେ ଆମ୍ଭମାନଙ୍କର ଅଟେ, ଏହା କ’ଣ ତୁମ୍ଭେମାନେ ଜାଣ ନାହିଁ ? ତଥାପି ଆମ୍ଭେମାନେ ନୀରବ ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, “ରାମୋତ୍‍-ଗିଲୀୟଦ ଯେ ଆମ୍ଭମାନଙ୍କର ଅଟେ, ଏହା କʼଣ ତୁମ୍ଭେମାନେ ଜାଣ ନାହିଁ? ତଥାପି ଆମ୍ଭେମାନେ ନୀରବ ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।”

Viz kapitola kopírovat




1 ରାଜାବଳୀ 22:3

Následuj nás:

Reklamy


Reklamy