1 ରାଜାବଳୀ 22:30 - ପବିତ୍ର ବାଇବଲ30 ଇସ୍ରାଏଲର ରାଜା ଯିହୋଶାଫଟଙ୍କୁ କହିଲେ, “ମୁଁ ଛଦ୍ମ ବେଶରେ ଯୁଦ୍ଧ କରିବାକୁ ଯିବି, ମାତ୍ର ତୁମ୍ଭେ ତୁମ୍ଭର ରାଜ ପୋଷାକ ପିନ୍ଧିବ।” ତେଣୁ ଇସ୍ରାଏଲର ରାଜା ଛଦ୍ମ ବେଶରେ ଯୁଦ୍ଧକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ। ଆଉ ଇସ୍ରାଏଲର ରାଜା ଛଦ୍ମବେଶ ଧରି ଯୁଦ୍ଧକୁ ଗଲେ। Viz kapitolaଓଡିଆ ବାଇବେଲ30 ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ। ଆଉ ଇସ୍ରାଏଲର ରାଜା ଛଦ୍ମବେଶ ଧରି ଯୁଦ୍ଧକୁ ଗଲେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ। ଆଉ ଇସ୍ରାଏଲର ରାଜା ଛଦ୍ମବେଶ ଧରି ଯୁଦ୍ଧକୁ ଗଲେ।” Viz kapitola |