1 ରାଜାବଳୀ 22:33 - ପବିତ୍ର ବାଇବଲ33 ରଥାଧ୍ୟକ୍ଷମାନେ ଜାଣିଲେ ଯେ ସେ ଇସ୍ରାଏଲର ରାଜା ନୁହନ୍ତି, ତେଣୁ ସେମାନେ ତାଙ୍କୁ ମାରିବାରୁ ନିବୃତ୍ତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ ଫେରିଗଲେ। Viz kapitolaଓଡିଆ ବାଇବେଲ33 ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ ଫେରିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ ଫେରିଗଲେ। Viz kapitola |