1 ରାଜାବଳୀ 22:34 - ପବିତ୍ର ବାଇବଲ34 ସେହି ସମୟରେ ଏକ ଶର ଜଣେ ସୈନ୍ୟ ଦ୍ୱାରା ବିଦ୍ଧ ହୋଇ ଆସିଲା। ଏହା ରାଜାଙ୍କର ସାଞ୍ଜୁ ଦ୍ୱାରା ଆଚ୍ଛାଦିତ ହୋଇ ନ ଥିବା ଦେହର ଅଂଶକୁ ଭେଦ କଲା। ତେଣୁ ରାଜା ତାଙ୍କ ସାରଥିକି କହିଲେ, “ମୋତେ ଏ ସ୍ଥାନରୁ ନେଇଯାଅ, କାରଣ ମୁଁ ଗୋଟିଏ ଶରଦ୍ୱାରା ଅତିଶୟ ଆଘାତ ପାଇଲି।” Viz kapitolaପବିତ୍ର ବାଇବଲ (Re-edited) - (BSI)34 ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ-ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକି କହିଲେ, ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି। Viz kapitolaଓଡିଆ ବାଇବେଲ34 ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକି କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।” Viz kapitola |