Online Bible

- Reklamy -




1 ରାଜାବଳୀ 22:39 - ପବିତ୍ର ବାଇବଲ

39 ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କାର୍ଯ୍ୟକଳାପ ତାଙ୍କର ହସ୍ତୀଦନ୍ତ ନିର୍ମିତ ମନୋହର ପ୍ରାସାଦ ଏବଂ ତାଙ୍କ ନିର୍ମିତ ସୁଦୃଢ଼ ନଗର ବିଷୟରେ ଇସ୍ରାଏଲର ରାଜବଂଶ ଇତିହାସରେ ଲିଖିତ ହୋଇଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କʼଣ ଇସ୍ରାଏଲ-ରାଜଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?

Viz kapitola kopírovat

ଓଡିଆ ବାଇବେଲ

39 ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କ’ଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କʼଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?

Viz kapitola kopírovat




1 ରାଜାବଳୀ 22:39

Následuj nás:

Reklamy


Reklamy