1 ରାଜାବଳୀ 22:40 - ପବିତ୍ର ବାଇବଲ40 ଆହାବଙ୍କ ମୃତ୍ୟୁପରେ ସେ ତାଙ୍କର ପୂର୍ବପୁରୁଷଙ୍କ ସହିତ କବର ନେଲେ ଓ ତାଙ୍କ ଅନ୍ତେ ତାଙ୍କ ପୁତ୍ର ଅହସିୟ ତାଙ୍କ ପଦରେ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)40 ଏହିରୂପେ ଆହାବ ଆପଣା ପିତୃଗଣ ସହିତ ଶୟନ କଲେ ଓ ତାଙ୍କର ପୁତ୍ର ଅହସୀୟ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ40 ଏହିରୂପେ ଆହାବଙ୍କ ମୃତ୍ୟୁ ପରେ ଓ ତାହାଙ୍କ ପୁତ୍ର ଅହସୀୟ ତାହାଙ୍କ ପଦରେ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଏହିରୂପେ ଆହାବଙ୍କ ମୃତ୍ୟୁ ପରେ ଓ ତାହାଙ୍କ ପୁତ୍ର ଅହସୀୟ ତାହାଙ୍କ ପଦରେ ରାଜ୍ୟ କଲେ। Viz kapitola |