1 ରାଜାବଳୀ 22:43 - ପବିତ୍ର ବାଇବଲ43 ଯିହୋଶାଫଟ୍ ଅତି ଉତ୍ତମ ଥିଲେ। ସେ ତାଙ୍କର ପିତା ଆସାଙ୍କର ପଥ ଅନୁସରଣ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ ତାହା ହିଁ କଲେ। କିନ୍ତୁ ସେ ଉଚ୍ଚସ୍ଥଳୀଗୁଡ଼ିକୁ ଧ୍ୱଂସ କଲେ ନାହିଁ। ସେ ସମୟରେ ଲୋକମାନେ ସେହି ଉଚ୍ଚସ୍ଥଳୀରେ ବଳିଦାନ ଉତ୍ସର୍ଗ କଲେ ଓ ଧୂପ ଜଳାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)43 ଯିହୋଶାଫଟ୍ ଆପଣା ପିତା ଆସାଙ୍କର ସମସ୍ତ ପଥରେ ଚାଲିଲେ; ସେ ତହିଁରୁ ବିମୁଖ ନୋହି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ; ତଥାପି ଉଚ୍ଚସ୍ଥଳୀମାନ ଉଚ୍ଛିନ୍ନ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ। Viz kapitolaଓଡିଆ ବାଇବେଲ43 ଯିହୋଶାଫଟ୍ ଆପଣା ପିତା ଆସାଙ୍କର ସମସ୍ତ ପଥରେ ଚାଲିଲେ; ସେ ତହିଁରୁ ବିମୁଖ ନୋହି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ; ତଥାପି ଉଚ୍ଚସ୍ଥଳୀମାନ ଉଚ୍ଛିନ୍ନ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଯିହୋଶାଫଟ୍ ଆପଣା ପିତା ଆସାଙ୍କର ସମସ୍ତ ପଥରେ ଚାଲିଲେ; ସେ ତହିଁରୁ ବିମୁଖ ନ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ; ତଥାପି ଉଚ୍ଚସ୍ଥଳୀମାନ ଉଚ୍ଛିନ୍ନ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। Viz kapitola |