1 ରାଜାବଳୀ 22:45 - ପବିତ୍ର ବାଇବଲ45 ଯିହୋଶାଫଟ୍ ଅତି ସାହସୀ ଥିଲେ ଓ ସେ ବହୁ ଯୁଦ୍ଧ କରିଥିଲେ। ତାଙ୍କର ସମସ୍ତ କାର୍ଯ୍ୟ ଯିହୁଦାର ରାଜଗଣଙ୍କ ଇତିହାସ ପୁସ୍ତକରେ ଲିଖିତ ହୋଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)45 ଏହି ଯିହୋଶାଫଟ୍ଙ୍କ ଅବଶିଷ୍ଟ ବୃତ୍ତା; ଓ ତାଙ୍କର ପ୍ରକାଶିତ ପରାକ୍ରମ ଓ ସେ କିପ୍ରକାର ଯୁଦ୍ଧ କଲେ, ତାହାସବୁ କʼଣ ଯିହୁଦାର ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ? Viz kapitolaଓଡିଆ ବାଇବେଲ45 ଏହି ଯିହୋଶାଫଟ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପ୍ରକାଶିତ ପରାକ୍ରମ ଓ ସେ କିପ୍ରକାର ଯୁଦ୍ଧ କଲେ, ତାହାସବୁ କ’ଣ ଯିହୁଦାର ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଏହି ଯିହୋଶାଫଟ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପ୍ରକାଶିତ ପରାକ୍ରମ ଓ ସେ କି ପ୍ରକାର ଯୁଦ୍ଧ କଲେ, ତାହାସବୁ କʼଣ ଯିହୁଦାର ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ? Viz kapitola |