1 ରାଜାବଳୀ 22:48 - ପବିତ୍ର ବାଇବଲ48 ଯିହୋଶାଫଟ୍ ଓଫୀରକୁ ଯାଇ ସୁନା ଆଣିବା ସକାଶେ ତର୍ଶୀଶର କେତେକ ବାଣିଜ୍ୟ ପୋତ ନିର୍ମାଣ କଲେ, ମାତ୍ର ସେ ସବୁ ଗଲା ନାହିଁ। କାରଣ ସେହି ଜାହାଜଗୁଡ଼ିକ ଇତ୍ସିୟୋନ୍ ଗେବରରେ ଭାଙ୍ଗିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)48 ଯିହୋଶାଫଟ୍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍ସିୟୋନ୍ଗେବରରେ ଜାହାଜମାନ ଭାଙ୍ଗିଗଲା। Viz kapitolaଓଡିଆ ବାଇବେଲ48 ଯିହୋଶାଫଟ୍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ଯିହୋଶାଫଟ୍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା। Viz kapitola |