1 ରାଜାବଳୀ 22:50 - ପବିତ୍ର ବାଇବଲ50 ଯିହୋଶାଫଟଙ୍କ ମୃତ୍ୟୁ ପରେ ସେ ତାଙ୍କର ପୂର୍ବପୁରୁଷଗଣଙ୍କ ସହିତ ଦାଉଦ ନଗରରେ କବରପ୍ରାପ୍ତ ହେଲେ। ତାଙ୍କ ଅନ୍ତେ ତାଙ୍କ ପୁତ୍ର ଯିହୋରାମ୍ ରାଜା ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)50 ଅନନ୍ତର ଯିହୋଶାଫଟ୍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ50 ଏଥିଉତ୍ତାରେ ଯିହୋଶାଫଟ୍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ଏଥିଉତ୍ତାରେ ଯିହୋଶାଫଟ୍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କଲେ। Viz kapitola |