1 ରାଜାବଳୀ 22:51 - ପବିତ୍ର ବାଇବଲ51 ଯିହୁଦାର ରାଜା ଯିହୋଶାଫଟଙ୍କ ରାଜତ୍ୱର ସପ୍ତଦଶ ବର୍ଷରେ ଆହାବଙ୍କ ପୁତ୍ର ଅହସିୟ ଇସ୍ରାଏଲର ରାଜା ହେଲେ। ସେ ଶମରିୟାରେ ଦୁଇ ବର୍ଷ ଶାସନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)51 ଯିହୁଦାର ରାଜା ଯିହୋଶାଫଟ୍ଙ୍କର ଅଧିକାରର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ51 ଯିହୁଦାର ରାଜା ଯିହୋଶାଫଟ୍ଙ୍କ ରାଜତ୍ଵର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ଯିହୁଦାର ରାଜା ଯିହୋଶାଫଟ୍ଙ୍କ ରାଜତ୍ଵର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ। Viz kapitola |