1 ରାଜାବଳୀ 22:52 - ପବିତ୍ର ବାଇବଲ52 ଅହସିୟ ଆପଣା ପିତା ଆହାବ, ମାତା ଇଷେବଲ ଓ ନବାଟଙ୍କ ପୁତ୍ର ଯାରବିୟାମ ପରି ପାପକର୍ମ କଲେ। ଏହିସବୁ ଶାସକ ଇସ୍ରାଏଲ ଲୋକଙ୍କୁ ପାପ କରାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)52 ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ସେ ଆପଣା ପିତାଙ୍କର ପଥରେ ଓ ଆପଣା ମାତାର ପଥରେ ଓ ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପଥରେ ଚାଲିଲେ। Viz kapitolaଓଡିଆ ବାଇବେଲ52 ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ସେ ଆପଣା ପିତାଙ୍କର ପଥରେ ଓ ଆପଣା ମାତାର ପଥରେ ଓ ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପଥରେ ଚାଲିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ସେ ଆପଣା ପିତାଙ୍କର ପଥରେ ଓ ଆପଣା ମାତାର ପଥରେ ଓ ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପଥରେ ଚାଲିଲେ। Viz kapitola |