1 ରାଜାବଳୀ 3:12 - ପବିତ୍ର ବାଇବଲ12 ତେଣୁ ତୁମ୍ଭେ ଯାହା ମାଗିଲ ଆମ୍ଭେ ତାହା ଦେବାକୁ ଯାଉଅଛୁ। ଆମ୍ଭେ ତୁମ୍ଭକୁ ଜ୍ଞାନି ଓ ବୁଦ୍ଧିମାନ କରାଇବା। ଆମ୍ଭେ ତୁମ୍ଭକୁ ଏପରି ମହତ୍ ଜ୍ଞାନ ଦେବା ଯେ, ଅତୀତରେ ତୁମ୍ଭ ସମାନ କେହି ନ ଥିଲେ କି ଭବିଷ୍ୟତରେ କେହି ହେବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ। Viz kapitolaଓଡିଆ ବାଇବେଲ12 ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ। Viz kapitola |