Online Bible

- Reklamy -




1 ରାଜାବଳୀ 3:13 - ପବିତ୍ର ବାଇବଲ

13 ଏହା ବ୍ୟତୀତ ତୁମ୍ଭେ ମାଗି ନ ଥିବା ଜିନିଷ ଆମ୍ଭେ ତୁମ୍ଭକୁ ଦେବା। ଆମ୍ଭେ ତୁମ୍ଭକୁ ପ୍ରଚୁର ସମ୍ପତ୍ତି ଓ ସମ୍ମାନ ଦେବା ଯେ ତୁମ୍ଭ ଜୀବନ କାଳରେ ପୃଥିବୀରେ କେହି ତୁମ୍ଭ ସମାନ ହେବେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଆହୁରି ତୁମ୍ଭେ ଯେଉଁ ଐଶ୍ଵର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

13 ଆହୁରି ତୁମ୍ଭେ ଯେଉଁ ଐଶ୍ୱର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆହୁରି ତୁମ୍ଭେ ଯେଉଁ ଐଶ୍ୱର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ।

Viz kapitola kopírovat




1 ରାଜାବଳୀ 3:13

Následuj nás:

Reklamy


Reklamy