1 ରାଜାବଳୀ 3:15 - ପବିତ୍ର ବାଇବଲ15 ତା'ପରେ ଶଲୋମନ ଜାଗ୍ରତ ହେଲେ ଓ ଜାଣିଲେ ଯେ ପରମେଶ୍ୱର ତାଙ୍କୁ ସ୍ୱପ୍ନାଦେଶ କରିଛନ୍ତି। ତେଣୁ ସେ ଯିରୁଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଦଣ୍ଡାୟମାନ ହୋଇ ହୋମବଳି ଉତ୍ସର୍ଗ କଲେ ଓ ସେ ସଦାପ୍ରଭୁଙ୍କ ସମ୍ମାନାର୍ଥେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ନିଜର କର୍ମଗ୍ଭରୀ ଓ ଅନୁଚରମାନଙ୍କୁ ଏକ ଭୋଜି ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ଵପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ। Viz kapitolaଓଡିଆ ବାଇବେଲ15 ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ୱପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆ ହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ୱପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆ ହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ। Viz kapitola |