1 ରାଜାବଳୀ 3:17 - ପବିତ୍ର ବାଇବଲ17 ଜଣେ ସ୍ତ୍ରୀଲୋକ କହିଲା, “ହେ ମୋର ମହାରାଜା, ଆମ୍ଭେ ଦୁଇଜଣ ଏକତ୍ର ଗୋଟିଏ ଛାତ ତଳେ ବାସ କରୁଥିଲୁ ଓ ଆମ୍ଭେ ଉଭୟେ ଗର୍ଭବତୀ ହୋଇଥିଲୁ। ସେହି ଘରେ ତା’ ସହିତ ବାସ କରୁଥିବା ବେଳେ ମୁଁ ଏକ ସନ୍ତାନ ପ୍ରସବ କଲି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି ଏକ ସ୍ତ୍ରୀ କହିଲା, ହେ ମୋହର ପ୍ରଭୋ, ମୁଁ ଓ ଏହି ସ୍ତ୍ରୀ ଏକ ଘରେ ବାସ କରୁ; ଆଉ ମୁଁ ସେହି ଗୃହରେ ତାହା ସଙ୍ଗେ ଥାଇ ଏକ ସନ୍ତାନ ପ୍ରସବ କଲି। Viz kapitolaଓଡିଆ ବାଇବେଲ17 ପୁଣି, ଏକ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୁ, ମୁଁ ଓ ଏହି ସ୍ତ୍ରୀ ଏକ ଘରେ ବାସ କରୁ; ଆଉ, ମୁଁ ସେହି ଗୃହରେ ତାହା ସଙ୍ଗେ ଥାଇ ଏକ ସନ୍ତାନ ପ୍ରସବ କଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ଏକ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ମୁଁ ଓ ଏହି ସ୍ତ୍ରୀ ଏକ ଘରେ ବାସ କରୁ; ଆଉ, ମୁଁ ସେହି ଗୃହରେ ତାହା ସଙ୍ଗେ ଥାଇ ଏକ ସନ୍ତାନ ପ୍ରସବ କଲି। Viz kapitola |